ରିପୋର୍ଟ କାର୍ଡ / ରାୟଗଡ଼ା
ରାୟଗଡ଼ା ସଦର ମହକୁମାରେ ଅବସ୍ଥାପିତ ଚତୁର୍ଥ ବାଟାଲିୟନର ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସୁନୀଲ କୁମାର ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି। ସୁନୀଲ କୁମାରଙ୍କ ଘର ବିହାରରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ତେବେ ଏନେଇ ସିଆରପିଏଫ କାର୍ଯ୍ୟାଳୟ ତରଫରୁ କୌଣସି ସୂଚନା ଦିଆଯାଇନାହିଁ।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..