ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିର ଦର୍ଶନ ହେଲା ଶେଷ ଦର୍ଶନ। ମା’ ଲକ୍ଷ୍ମୀଙ୍କ ଦର୍ଶନ ବେଳେ ଅଚେତ ହୋଇପଡିଲେ ଭକ୍ତ। ଗୁରୁତର ଅବସ୍ଥାରେ ତାଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିଶାଖାପାଟଣା ପାଖି ଦିବାକର ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଯାଇଥିଲେ। ଧାଡ଼ିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ପରେ ମା’ ଲକ୍ଷ୍ମୀଙ୍କ ଦର୍ଶନ ବେଳେ ହଠାତ୍ ଅଚେତ ହୋଇପଡିଲେ। ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହୃତଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..