ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ‘ବନ୍ଦେ ଭାରତ’ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ ହୋଇଛି | ଆଜି ସକାଳ ୬ଟା ୧୦ରେ ପୁରୀ-ହାୱଡ଼ା ରୁଟରେ ଏହି ଟ୍ରେନ ଛାଡ଼ିଛି । ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରେ ୨ ମିନିଟ ଲେଖାଏଁ ରହିବ ଏହି ଅତ୍ୟାଧୁନିକ ଟ୍ରେନ୍। ଅପରାହ୍ନ ୧୨ଟା ୩୫ରେ ପୁରୀରେ ପହଞ୍ଚିବ ଏହି ଟ୍ରେନ। ପୁଣି ଗୋଟାଏ ୫୦ ମିନିଟରେ ପୁରୀ ଛାଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍। ରାତି ୮ଟା ୩୦ରେ ହାୱଡ଼ା ପହଞ୍ଚିବ।






More Stories
ଆଜିଠାରୁ ଯୁକ୍ତ ୨ ପରୀକ୍ଷା……
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..