ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସିବିଆଇର ନିର୍ଦ୍ଦେଶକ ଭାବରେ ନିଯୁକ୍ତ ହେଲେ କର୍ଣ୍ଣାଟକର ଡିଜିପି ପ୍ରବୀଣ ସୁଦ। ପ୍ରବୀଣ ସୁଦ | ୧୯୮୬ ବ୍ୟାଚର ଜଣେ ଆଇପିଏସ୍ ଅଧିକାରୀ ଥିବା ବେଳେ ସିବିଆଇ ନିର୍ଦ୍ଦେଶକ ପଦ ପାଇଁ ଆରମ୍ଭ ହୋଇଥିବା ଦୌଡ଼ରେ ପ୍ରବୀଣ ସୁଦଙ୍କ ନାଁ ଆଗରେ ରହିଥିଲା। ଶନିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ଏବଂ ଲୋକସଭା ବିରୋଧୀ ଦଳର ନେତା ଅଧୀରରଞ୍ଜନ ଚୌଧୁରୀଙ୍କୁ ନେଇ ଗଠିତ ଉଚ୍ଚସ୍ତରୀୟ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….