Report Card Odisha

| Daily Odia News

ଦଶମ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା…

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ପ୍ରକାଶ ପାଇଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର କୃତି ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କହିଛନ୍ତି କି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର କୃତି ଛାତ୍ରଛାତ୍ରୀଙ୍କୁ ମୋର ଶୁଭେଚ୍ଛା। ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରୁଛି। ଫଳାଫଳ ନିର୍ବିଶେଷରେ ଜୀବନରେ ସଫଳ ହେବା ସହ ସମାଜ ପାଇଁ କିଛି କରିବାର ଦୃଢ଼ ମନୋଭାବ ନେଇ ସମସ୍ତେ ଆଗକୁ ବଢ଼ନ୍ତୁ। ସମସ୍ତଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।

 

Breaking News