ରିପୋର୍ଟ କାର୍ଡ / ରାଉରକେଲା
ରାଉରକେଲା ର ଟି ସି ଆଇ ଛକ ନିକଟରେ ଜଳିଗଲା ‘ମୋ ବସ୍’। ତେବେ ବସରେ ବସିଥିବା ଯାତ୍ରୀମାନେ ଅଘଟଣରୁ ବର୍ତ୍ତି ଯାଇଛନ୍ତି। କେଉଁ କାରଣରୁ ବସ ରେ ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇ ନଥିବା ବେଳେ ଘଟଣାସ୍ଥଳକୁ ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଦମକଳ ଗାଡ଼ି ପହଞ୍ଚିବା ପୂର୍ବରୁ ବସଟି ସମ୍ପୂର୍ଣ୍ଣ ଜଳି ଯାଇଥିଲା। ଘଟଣା ସମ୍ପର୍କରେ ଖବର ପାଇ ବ୍ରାହ୍ମଣୀ ତରଙ୍ଗ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..