ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମନୀଷ ସିସୋଡିଆଙ୍କ ଅଡୁଆ ବଢ଼ିବାରେ ଲାଗିଛି । ଆଜି ଦିଲ୍ଲୀର ରୌଜ ଏଭିନ୍ୟୁ କୋର୍ଟ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଜୁନ ୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହାପୂର୍ବରୁ ଏହି ମାମଲାରେ ସିସୋଡିଆଙ୍କ ହେପାଜତକୁ ବୃଦ୍ଧି କରାଯାଇଥିଲା। ଦିଲ୍ଲୀର ରୌଜ ଏଭିନ୍ୟୁ କୋର୍ଟ କୋର୍ଟ ଇଡିଙ୍କ ଯୁକ୍ତି ଶୁଣିବା ପରେ ମେ’ ୩୦କୁ ସ୍ବତନ୍ତ୍ର ଜଜ ଏମ.କେ ନାଗପାଲଙ୍କ ରାୟ ପାଇଁ ତାରିଖ ଧାର୍ଯ୍ୟ କରିଛନ୍ତି।






More Stories
କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର…..
ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ….
ପୁରୀରୁ TMC ବିଧାୟକ ଗିରଫ…..