ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସାରା ଦେଶରେ ଦୁଗ୍ଧ ଓ ଦୁଗ୍ଧଜାତ ସାମଗ୍ରୀ ଯାଞ୍ଚ କରିବ ଏଫଏସଏସଏଆଇ। ଅପମିଶ୍ରଣ ରୋକିବାକୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। କ୍ଷୀର, ଦହି,ଘିଅ,ଛେନା, ପନିର୍, ଖୁଆ, ଆଇସକ୍ରିମ ମଧ୍ୟ ଯାଞ୍ଚ ହେବ। ସମସ୍ତ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ଜିଲାମାନଙ୍କରେ ଯାଞ୍ଚ କରାଯିବ। ଦେଶର ସବୁ ଜିଲାରୁ ସାମ୍ପଲ୍ ସଂଗ୍ରହ କରି ଏଫଏସଏସଏଆଇ ଯାଞ୍ଚ କରିବ। ସଂଗଠିତ ଓ ଅସଂଗଠିତ କ୍ଷେତ୍ରରୁ ସାମ୍ପଲ ସଂଗ୍ରହ କରି ଯାଞ୍ଚ କରାଯିବ। ଏଫଏସଏସଏଆଇ-ଫୁଡ୍ ସେଫ୍ଟି ଷ୍ଟାଣ୍ଡାର୍ଡ ଅଥରିଟି ଅଫ୍ ଇଣ୍ଡିଆ ପକ୍ଷରୁ ଏହି ସୂଚନା ମିଳିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….