ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୨୩ କଲେଜ ପ୍ରିନ୍ସପାଲଙ୍କ ଦରମା ବନ୍ଦ କରିଛି ଉଚ୍ଚ ଶିକ୍ଷା ବିଭାଗ । କର୍ତ୍ତବ୍ୟରେ ଅବହେଳା ପାଇଁ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସୂଚନା ରହିଛି । ମୁଖ୍ୟ କିରାଣି/କିରାଣିଙ୍କ ଦରମା ବନ୍ଦ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ବିଭାଗର ସହକାରୀ ନିର୍ଦ୍ଦେଶକଙ୍କ ଚିଠିର ଉତ୍ତର ଦେଉ ନଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..