ଆମ ସହର ବଡ଼ ଖବର ରାଜ୍ୟ ଶ୍ରୀମନ୍ଦିରରେ ଗରମ ଡାଲି ପଡ଼ି ୨ ଆହତ….. Report Card Bureau May 27, 2023 ରିପୋର୍ଟ କାର୍ଡ / ପୁରୀଶ୍ରୀମନ୍ଦିର ପରିସରରେ ଘଟିଯାଇଛି ଏକ ବଡ ଅଘଟଣ । ମନ୍ଦିର ଭିତରେ ଗରମ ଡାଲି ପଡ଼ି ୨ ଜଣ ବୋଝିଆ ଆହତ ହୋଇଛନ୍ତି। ଶ୍ରୀମନ୍ଦିରର ଭୋଗ ମଣ୍ଡପରୁ ମହାପ୍ରସାଦ ଯାଉଥିବା ବେଳେ ଗୋଡ ଖସିଯିବାରୁ ଏଭଳି ଘଟଣା ଘଟିଛି |ସେମାନଙ୍କୁ ଉଦ୍ଧାର କରି ସଦର ମେଡିକାଲରେ ଭର୍ତ୍ତି କରାଯାଇଛି ।Post navigationPrevious ୟୁକ୍ରେନ୍ ଉପରେ ମିସାଇଲ୍ ମାଡ଼, ୨ ମୃତ, ୩୦ ଆହତ…..Next ଇମ୍ରାନ ଖାନଙ୍କ ଖେଳ ଖତମ…..Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories 1 min read ଆମ ସହର ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ…… July 1, 2026 Report Card Bureau ରାଜ୍ୟ ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ….. July 1, 2026 Report Card Bureau 1 min read ରାଜ୍ୟ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ…… July 1, 2026 Report Card Bureau
More Stories
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……
ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ…..
OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ……