ରିପୋର୍ଟ କାର୍ଡ / ନୂଆଦିଲ୍ଲୀ / ଭୁବନେଶ୍ୱର
ଆଜି ଶନିବାର ସନ୍ଧ୍ୟାରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଥମେ ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ। ଏହାପରେ ପ୍ରଧାନମନ୍ତ୍ରୀ ଗୁରୁତରମାନେ ଚିକିତ୍ସିତ ହେଉଥିବା ବ୍ୟକ୍ତିଙ୍କୁ ମେଡିକାଲରେ ଭେଟିବେ। ଏନେଇ ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାଯାଇଛି।






More Stories
ରଥଯାତ୍ରା ପାଇଁ ପରିବହନ ବିଭାଗର ନୂଆ ନିୟମ…..
ନବୀନ କରିବେ ବଡ଼ ଘୋଷଣା!…..
ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ…..