ରିପୋର୍ଟ କାର୍ଡ / ଭୁବନେଶ୍ବର
ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି ସାରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ। ଏମ୍ସ ଯାଇ ସେଠାରେ ବାହାନଗା ରେଳ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ବ୍ୟବସ୍ଥାର ଅନୁଧ୍ୟାନ କରିବେ।ଏହାପରେ ଏମ୍ସ ଭୁବନେଶ୍ବରରେ ସମୀକ୍ଷା ବୈଠକ ହେବ। ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ବ୍ୟବସ୍ଥାର ବିଭିନ୍ନ ଆବଶ୍ୟକତା ନେଇ ଆଲୋଚନା ହେବ ବୋଲି ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଏହାଛଡ଼ା ସେ କଟକ ବଡ଼ ମେଡିକାଲକୁ ମଧ୍ୟ ଯିବେ।






More Stories
ରତ୍ନଭଣ୍ଡାର ଗଣତି ବୈଠକ…..
ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ……
୧୭ରୁ ବଜେଟ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ…..