ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ପୁଣି ଥରେ ଓଡିଶା ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ ଭୁବନେଶ୍ଵର ଏବଂ କଟକ ଗସ୍ତ କରି ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଭେଟିବା ସହ ଅନୁକମ୍ପା ରାଶି ଏବଂ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଏଥିସହ ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କରିବେ। ସୂଚନାଯୋଗ୍ୟ, ମମତା ବାନାର୍ଜୀ ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟାକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍ କରିଥିଲେ। ଏପରିକି ଗତ ଶନିବାର ବାହାନଗା ଦୁର୍ଘଟଣାସ୍ଥଳରେ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କ ସହ ତାଙ୍କର କଥାକଟା ହୋଇଥିଲା।
More Stories
ଚାଟାର୍ଡ ଏକାଉଣ୍ଟାଣ୍ଟ (ସିଏ) ପରୀକ୍ଷା ସ୍ଥଗିତ……
ଚାନ୍ଦିପୁରରେ ବସିବ ସୁରକ୍ଷା ବୈଠକ……
ଅପରେଶନ ସିନ୍ଦୂରର:ଭୁବନେଶ୍ୱରରୁ ବିମାନ ଉଡାଣ ବାତିଲ…..