ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତରାଖଣ୍ଡର ପିଥୋରାଗଡରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ମନ୍ଦିରରେ ଦର୍ଶନ ସାରି ଫେରୁଥିବା ଶ୍ରଦ୍ଧାଳୁ ଥିବା ଏକ ଜିପ୍ ନଦୀରେ ଖସି ପଡିଛି। ଏହି ଦୁର୍ଘଟଣାରେ ଜିପ୍ରେ ଥିବା ୧୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଘଟଣା ବିଷୟରେ ଖବର ପାଇବା ମାତ୍ରେ ପିଥୋରାଗଡ ଜିଲ୍ଲା ପୋଲିସ ଓ ଉଦ୍ଧାରକାରୀ ଦଳ ଆମ୍ବୁଲାନ୍ସ ସହ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କରିଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….