ରିପୋର୍ଟ କାର୍ଡ / ପୁରୀ
ଜନ୍ମବେଦିରେ ଚତୁର୍ଦ୍ଧାମୂର୍ତ୍ତି | ଆଜି ବାହାରିବ ଆଡ଼ପ ଅବଢ଼ା। ଏହି ଆଡ଼ପ ଅବଢ଼ାକୁ ସମସ୍ତ ଭକ୍ତ ଅପେକ୍ଷା କରିଛନ୍ତି। ଏ ଏଇ ଆଡ଼ପ ଅବଢ଼ା ପ୍ରାପ୍ତି ହେଲେ କୋଟି ଜନ୍ମର ପୂଣ୍ୟଫଳ ମିଳିଥାଏ। ଏଥିପାଇଁ ଭକ୍ତଙ୍କ ସୁରକ୍ଷା ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତମାନେ ଯେପରି ଶୃଙ୍ଖଳିତ ଭାବେ ଆସି ମହାପ୍ରଭୁଙ୍କ ଦର୍ଶନ ଠିକ୍ ଭାବେ ପାଇବେ ଓ ଅବଢ଼ା ଖାଇ ସ୍ୱଗୃହକୁ ଫେରିପାରିବେ ସେଥିନିମନ୍ତେ ବ୍ୟବସ୍ଥା କରାଯାଇଛି। ଗତକାଲି ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିଥିଲେ ଚତୁର୍ଦ୍ଧାମୂର୍ତ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..