ରିପୋର୍ଟ କାର୍ଡ / ବାରିପଦା
ଆଜି ବାରିପଦା ମେଡିକାଲ କଲେଜ ରଙ୍ଗାମାଟିଆ ଛକରେ ଘଟିଛି ବସ୍ ଦୁର୍ଘଟଣା । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ବସ୍ ଓଲଟି ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଫସି ରହିଥିବା ଅନ୍ୟ ଯାତ୍ରୀମାନଙ୍କୁ ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ସୂଚନା ମିଳୁଛି ।






More Stories
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..
୭ରେ ଓଡ଼ିଶା ଆସିବେ ଅମିତ ଶାହ…..