ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଦ୍ୱିତୀୟ ଦିନରେ ଡିଏନ ଗ୍ରୁପ୍ ଉପରେ ଆୟକର ବିଭାଗର ଚଢାଉ ଜାରି ରଖିଛି | ଡିଏନ ଗ୍ରୁପ୍ ମାଲିକ ଜଗଦୀଶ ପ୍ରସାଦ ନାଏକ ଓ ତାଙ୍କ କର୍ମଚାରୀଙ୍କ ଘରେ ଗତକାଲି ଆୟକର ବିଭାଗ ଚଢ଼ାଉ କରି ନଗଦ ୩୦କୋଟି ଟଙ୍କା ଜବତ କରିବା ପରେ ରାଜ୍ୟ ରାଜନୀତି ସରଗରମ ସରିଛି। ଭୁବନେଶ୍ୱର ୟୁନିଟ୍-୪ ସ୍ଥିତ ପୋଷ୍ଟାଲ କଲୋନୀ ସମେତ କିଛି ସ୍ଥାନରେ ରେଡ୍ ଚାଲିଥିବା ସୂଚନା ମିଳିଛି। ଯେଉଁ କର୍ମଚାରୀଙ୍କ ଘରୁ ନଗଦ ୩୦କୋଟି ଟଙ୍କା ଜବତ ହୋଇଥିଲା ଆୟକର ବିଭାଗର କର୍ମଚାରୀ ତାଙ୍କୁ ପଚରାଉଚରା କରୁଥିବା ସୂଚନା ମଳିଛି।






More Stories
ମାଟ୍ରିକ ପରୀକ୍ଷା ପାଇଁ ୩୭ଟି ସ୍ବତନ୍ତ୍ର ସ୍କ୍ବାଡ….
ଆଜି ସୂର୍ଯ୍ୟୋପରାଗ…..
୮ରେ ସୁଭଦ୍ରା କିସ୍ତି…..