ରିପୋର୍ଟ କାର୍ଡ / ଭୁବନେଶ୍ୱର
ହାୱଡାରୁ ସିକନ୍ଦରାବାଦ ଯାଉଥିବା ଫାଲକନୁମା ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିଛି | ଟ୍ରେନ୍ ରେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାଯାଇଛି । ସିକନ୍ଦରାବାଦ ନିକଟ ପାଗଡପାଲି-ବୋମାଇପାଲି ମଧ୍ୟରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ତେବେ ସର୍ଟ ସର୍କିଟ୍ କାରଣରୁ ଟ୍ରେନରେ ନିଆଁ ଲାଗିଥିବା କୁହାଯାଉଛି । ଅଗ୍ନିକାଣ୍ଡରେ ଟ୍ରେନର ୩ଟି ବଗି ପୋଡି ପାଉଁଶ ହୋଇଯାଇଛି ।






More Stories
୯ ପୋଲିସ ଅଧିକାରୀ ପାଇବେ ଫାଶୀ…..
କାଲିଠୁ ମହଙ୍ଗା ହେବ ବିମାନଯାତ୍ରା…..
ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ:୯୦ ଲକ୍ଷରୁ ଅଧିକ ନାମ ବାଦ…..