ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆଙ୍କ ଜାମିନ ଆବେଦନର ପରବର୍ତ୍ତୀ ଶୁଣାଣି ସୁପ୍ରିମକୋର୍ଟରେ ୧୪ ଜୁଲାଇରେ ହେବ ବୋଲି ଜଣାପଡ଼ିଛି। ମନୀଷ ସିସୋଦିଆଙ୍କ ଜାମିନ ଆବେଦନର ଶୁଣାଣି ଲାଗି ସୁପ୍ରିମକୋର୍ଟ ପ୍ରସ୍ତୁତ ହୋଇଛନ୍ତି । ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି ଏହି ମାମଲାକୁ ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡଙ୍କ ନିକଟରେ ରଖିଥିଲେ। ସିଂଘଭି କହିଛନ୍ତି ଯେ ଜାମିନ ଆବେଦନକୁ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ସିସୋଡିଆଙ୍କ ପତ୍ନୀ ଗୁରୁତର ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଗୁରୁବାର ସିସୋଡିଆ ତାଙ୍କ ଜାମିନ ମାମଲାରେ ସୁପ୍ରିମକୋର୍ଟରେ ପହଞ୍ଚିଥିଲେ।






More Stories
ନଦୀରେ ଓଲଟିଲା ଡଙ୍ଗା…..
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..