ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ବିଜେପି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ ନୂଆ ଦାୟିତ୍ୱ ମିଳିଛି । ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନ ପାଇଛନ୍ତି ସମୀର ମହାନ୍ତି। ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସୂଚନାଯୋଗ୍ୟ, ୨୦୨୦ ଜାନୁଆରୀ ୧୭ରୁ ୨୦୨୩ ମାର୍ଚ୍ଚ ୨୩ ପର୍ଯ୍ୟନ୍ତ ବିଜେପି ରାଜ୍ୟ ସଭାପତି ଥିଲେ ସମୀର ମହାନ୍ତି।






More Stories
ଶ୍ରୀମନ୍ଦିର ଦର୍ଶନରେ ବଡ଼ ପରିବର୍ତ୍ତନ…..
ଅର୍ଥ ବିଭାଗର ପତ୍ର; ୨,୨୪୮ କୋଟି ଫେରାଅ…..
ସେବା ବିଳମ୍ବ କଲେ ତଣ୍ଡ ଗଣିବେ ବାବୁ…..