ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚନ୍ଦ୍ରଯାନ-୩ର ସଫଳ ଉତକ୍ଷେପଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ରୋ ବୈଜ୍ଞାନିକମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି । ଟ୍ବିଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ତୃତୀୟ ଚନ୍ଦ୍ର ମିଶନ ଚନ୍ଦ୍ରଯାନ-୩ର ସଫଳ ଉତକ୍ଷେପଣ, ଆମ ବୈଜ୍ଞାନିକମାନଙ୍କର ଚନ୍ଦ୍ରକୁ ଐତିହାସିକ ଯାତ୍ରା। ଏହା ହେଉଛି ଦେଶର ମହାକାଶ ଗବେଷଣା ଏବଂ ବୈଜ୍ଞାନିକ ଅଗ୍ରଗତି ପାଇଁ ଆଉ ଏକ ଗୁରୁତ୍ବପୂର୍ଣ୍ଣ ଉପଳବ୍ଧି।






More Stories
ପୋଲିସ ସାମ୍ନାରେ ଯୁବକଙ୍କୁ ପିଟିପିଟି ମାରିଦେଲେ…..
ଆସୁଛି ବର୍ଷା……
ପଥର ଖୋଲରୁ ନାବାଳକ ଉଦ୍ଧାର…..