ରିପୋର୍ଟ କାର୍ଡ / କଟକ
କଟକ ବକ୍ସିବଜାର ଅଞ୍ଚଳରେ ମୁକୁଳା ଡ୍ରେନରେ ପଡି ଜଣେ ସଫେଇ କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଜାଇକା କାର୍ଯ୍ୟରେ ନିୟୋଜିତ ଜଣେ ସଫେଇ କର୍ମଚାରୀ । ଡ୍ରେନ ନିକଟରେ ସଫେଇ କରୁଥିବା ସମୟରେ ସେ ଡ୍ରେନ ମଧ୍ୟକୁ ଖସି ପଡିଥିଲେ । ପ୍ରଶାସନର ଅବହେଳା କାରଣରୁ ଜଣକ ପରେ ଜଣଙ୍କର ମୃତ୍ୟୁ ହେଉଛି।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..