ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଶିବସେନା ଗୋଷ୍ଠୀର ସାଂସଦ ସଞ୍ଜୟ ରାଉତଙ୍କ ବନ୍ଧୁ ବ୍ୟବସାୟୀ ସୁଜିତ ପାଟକରଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ ଗିରଫ କରିଥିବା ଜଣାପଡ଼ିଛି। ଜମ୍ବୁରେ କୋଭିଡ-୧୯ ଚିିକିତ୍ସା କେନ୍ଦ୍ର ପ୍ରତିଷ୍ଠା କରିବା ଅନିୟମିତତା ଏବଂ ମନି ଲଣ୍ଡରିଂ ମାମଲାରେ ସୁଜିତଙ୍କ ସହ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….