ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ସନ୍ଧ୍ୟା ସାଢ଼େ ୬ଟାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ କୃଷି, ସ୍ବାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଭଳି ବିଭିନ୍ନ ବିଭାଗର ୧୨ଟିରୁ ଊର୍ଦ୍ଧ୍ବ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ହେବାକୁ ରହିଛି। ଏହାସହିତ କେତେକ ବିଭାଗର କ୍ୟାଡର ସଂଶୋଧନ ସରକାର ଆଣିବାକୁ ରହିଛି ବୋଲି ବିଶ୍ବସ୍ତ ସୂତ୍ରରୁ ଜଣାଯାଇଛି।






More Stories
ମାଟ୍ରିକ ପରୀକ୍ଷା ପାଇଁ ୩୭ଟି ସ୍ବତନ୍ତ୍ର ସ୍କ୍ବାଡ….
ଆଜି ସୂର୍ଯ୍ୟୋପରାଗ…..
୮ରେ ସୁଭଦ୍ରା କିସ୍ତି…..