ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୂର୍ବୋତ୍ତର ରାଜ୍ୟ ମଣିପୁରରେ ଆଜି ଭୂକମ୍ପ ଝଟକା ଅନୁଭବ ହୋଇଛି। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ,୩.୫ ତିବ୍ରତାର ଭୂକମ୍ପ ଝଟକା ଅନୁଭବ ହୋଇଛି। ଏହାର କେନ୍ଦ୍ର ୨୦ କିଲୋମିଟର ଗଭୀର ଥିଲା। ଭୂକମ୍ପରେ କୌଣସି ଧନଜୀବନ କ୍ଷୟକ୍ଷତି ହୋଇ ନାହିଁ। ଏହାସହ ଆଜି ସକାଳେ ରାଜସ୍ଥାନର ଜୟପୁରରେ ମଧ୍ୟ ଭୂକମ୍ପ ଝଟକା ଅନୁଭବ ହୋଇଛି।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….