ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମଣିପୁର ରାସ୍ତାରେ ୨ ଜଣ ମହିଳାଙ୍କୁ ଉଲଗ୍ନ କରି ଚଲାଇବା ଘଟଣାର ଭିଡିଓ ଭାଇରାଲ ହେବା ପରେ ସାରା ଦେଶରେ ଉତ୍ତେଜନା ଦେଖାଦେଇଛି। ଏହି ପ୍ରସଙ୍ଗରେ ବିରୋଧୀ ସଂସଦର ମୌସୁମୀ ଅଧିବେଶନ ପ୍ରଥମ ଦିନରେ ବିଜେପି ଘେରିଥିଲେ | ଏହାପରେ ଉଭୟ ଗୃହକୁ ସ୍ଥଗିତ ରଖିବାକୁ ପଡିଥିଲା। ଆଜି ସଂସଦ ଅଧିବେଶନର ଦ୍ୱିତୀୟ ଦିନରେ ବି ଗୃହରେ ସମାନ ପରିସ୍ଥି ଦେଖା ଦେଇଛି । ସେପଟେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଟୁଇଟ୍ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ‘ଇଣ୍ଡିଆ’ ଆଶା କରୁଛି ଯେ ଆପଣ ସଂସଦରେ ମଣିପୁର ଉପରେ ଜବାବ ଦେବେ |






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….