ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମୌସୁମୀ ଅଧିବେଶନର ଦ୍ଵିତୀୟ ଦିନରେ ଉଭୟ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ମଣିପୁର ଘଟଣାକୁ ନେଇ କ୍ରମାଗତ ଭାବେ ବିରୋଧୀ ଗୃହରେ ହଙ୍ଗାମା କରିଥିଲେ। ଲୋକ ସଭାକୁ ଜୁଲାଇ ୨୪ ଅର୍ଥାତ୍ ସୋମବାର ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଏହା ପରେ ରାଜ୍ୟ ସଭାକୁ ମଧ୍ୟ ସୋମବାର ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି।






More Stories
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୋ ଝିଅକୁ ଫାଶୀ ଦିଅ…..
ଜୀବନ ନେଉଛି ଫ୍ଲୁ…..