ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିଚାରପତି ସୁନିତା ଅଗ୍ରୱାଲ ଗୁଜରାଟ ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଭାବେ ରବିବାର ଶପଥ ଗ୍ରହଣ କରିଛନ୍ତି। ଶପଥ ଗ୍ରହଣ ପରେ ସୁନିତା ଏବେ ଦେଶର ଏକମାତ୍ର ମହିଳା ମୁଖ୍ୟ ବିଚାରପତି ହୋଇଛନ୍ତି। ସୁନିତାଙ୍କ ପୂର୍ବରୁ ବିଚାରପତି ସୋନିଆ ଗୋକନି ଗୁଜରାଟ ଉଚ୍ଚ ନ୍ୟାୟାଳୟର ପ୍ରଥମ ମହିଳା ମୁଖ୍ୟ ବିଚାରପତି ହେବାର ଗୌରବ ଲାଭ କରିଥିଲେ। ୨୦୨୩ ଫେବୃଆରୀ ୨୫ରେ ସୋନିଆ ମୁଖ୍ୟ ବିଚାରପତି ପଦରୁ ଅବସର ଗ୍ରହଣ କରିଥିଲେ। ଏହା ପରଠାରୁ ବିଚାରପତି ଏ.ଜେ ଦେଶାଇ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ତୁଲାଉଥିଲେ।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..