ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଅବପାତର ରୂପ ନେବ ।ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପଟେ ୩୦ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୩୧ ତାରିଖରେ ଏହା ଅବପାତରେ ପରିଣତ ହେବ। ଫଳରେ ରାଜ୍ୟରେ ସପ୍ତାହବ୍ୟାପି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି।






More Stories
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..
୧୩ରେ ରାଜ୍ୟ କ୍ୟାବିନେଟ୍…..