ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମଣିପୁର ହିଂସାକୁ ନେଇ ସଂସଦରେ ଉତ୍ତେଜନା ଜାରି ରହିଛି। ଏହି ପ୍ରସଙ୍ଗରେ ସରକାରଙ୍କ ବିରୋଧରେ ଏକ ଅନାସ୍ତା ପ୍ରସ୍ତାବ ଆଣିବାକୁ ବିରୋଧୀ ନିଷ୍ପତ୍ତି ନେଇଛନ୍ତି। କଂଗ୍ରେସ ଲୋକ ସଭାରେ ଏକ ଅନାସ୍ତା ପ୍ରସ୍ତାବ ଉପସ୍ଥାପନ କରିଥିଲା, ଏହାକୁ ବାଚସ୍ପତି ସ୍ବୀକାର କରିଛନ୍ତି। ଅନାସ୍ଥା ପ୍ରସ୍ତାବକୁ ମଞ୍ଜୁରୀ ଦେବା ପରେ ଲୋକ ସଭା ବାଚସ୍ପତି କହିଛନ୍ତି, ସମସ୍ତ ଦଳ ସହ କଥା ହେବା ପରେ ସେ ଆଲୋଚନା ପାଇଁ ସମୟ ସ୍ଥିର କରିବେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….