ରିପୋର୍ଟ କାର୍ଡ / ନୟାଗଡ
ଭିଜିଲାନ୍ସ ଜାଲରେ ଧରାପଡିଲେ ଆଉ ଜଣେ ଅଧିକାରୀ। ଆଜି ଗଣିଆ ଅତିରିକ୍ତ ତହସିଲଦାର ବନମାଳି ପରିଡା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ନିଜ ସରକାରୀ କ୍ୱାର୍ଟର୍ସରେ ବାଲି ବୋଝେଇ ଟ୍ରକ ଛାଡିବାକୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କାବୁକରିଥିଲା | ଏହାପରେ ଏହି ଘଟଣାର ତଦନ୍ତ ଜାରି ରହିଛି।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..