ଆମ ସହର ରାଜ୍ୟ ଅକ୍ଟୋବର ରୁ ବାଘ ଗଣନା ଆରମ୍ଭ….. Report Card Bureau July 29, 2023 ରିପୋର୍ଟ କାର୍ଡ / ଭୁବନେଶ୍ୱରରାଜ୍ୟରେ ଅକ୍ଟୋବର ମାସରୁ ବାଘ ଗଣନା ଆରମ୍ଭ ହେବ। ୨ଟି ପର୍ଯ୍ୟାୟରେ ପ୍ରାୟ ଦେଢମାସ ଧରି ଚାଲିବ ବାଘ ଗଣନା କାର୍ଯ୍ୟ। ଟ୍ରାଞ୍ଜାକ୍ଟ ଆନାଲିସିସ୍ ଓ କ୍ୟାମେରା ଟ୍ରାପ ଜରିଆରେ ବାଘ ଗଣନା ହେବ। ବାଘ ଗଣନା ନେଇ ବନ ବିଭାଗର ବରିଷ୍ଠ ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି।Post navigationPrevious ବିଜେପି ନେତ୍ରୀ ଶକୁନ୍ତଳା ଗିରଫ…..Next ବିଧାୟିକାଙ୍କ ବିରୋଧରେ ମାମଲା ରୁଜୁ…..Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories 1 min read ରାଜ୍ୟ ୫ କଏଦୀ ଏଚଆଇଭି ପଜିଟିଭ ଚିହ୍ନଟ….. July 3, 2026 Report Card Bureau ରାଜ୍ୟ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ….. July 3, 2026 Report Card Bureau 1 min read ରାଜ୍ୟ ଓଡ଼ିଶା ଇଭି ପଲିସି ଅବଧି ବୃଦ୍ଧି….. July 3, 2026 Report Card Bureau
More Stories
୫ କଏଦୀ ଏଚଆଇଭି ପଜିଟିଭ ଚିହ୍ନଟ…..
ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ…..
ଓଡ଼ିଶା ଇଭି ପଲିସି ଅବଧି ବୃଦ୍ଧି…..