ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତାମିଲନାଡୁ କ୍ରିଷ୍ଣାଗିରୀର ଏକ ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସୂଚନା ଅନୁସାରେ, ଆଜି ସକାଳେ ଏହି ବିସ୍ଫୋରଣ ଘଟିଛି। ବିସ୍ଫୋରଣ ନିକଟରେ ଥିବା ଏକ ହୋଟେଲ୍ ସହ ୪ଟି କୋଠା କ୍ଷତିଗ୍ରସ୍ତ ହୋଇଛି। ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।






More Stories
୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର…..
ନୀତୀଶ ହେବେ ଉପ-ପ୍ରଧାନମନ୍ତ୍ରୀ !…..
ଦିଲ୍ଲୀରେ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ…..