ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସ ପରୀକ୍ଷା ଫଳ । ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୫ ପୁଅ ଏବଂ ୫ ଝିଅ ଅଛନ୍ତି। ସୁଦେବ କୁମାର ପୃଷ୍ଟି ଓଏଏସ୍ ଟପ୍ପର ଵୋଇଥିବା ବେଳେ ସୁଚିସ୍ମିତା ପାଣିଗ୍ରାହୀ ଦ୍ୱିତୀୟ, ପ୍ରଣବ ରଂଜନ ସାହୁ ତୃତୀୟ, ବୈଶାଖୀ ଲେଙ୍କା ୪ର୍ଥ, ଶ୍ୱେତଲିନା ମାହାନା ୫ମ, ଅଗ୍ନିଜା ଶିବଦତ୍ତା ୬ଷ୍ଠ, ସନ୍ତୋଷ କୁମାର ପାତ୍ର ୭ମ, ମୀମାଂସା ସାହୁ ୮ମ, ବିନ୍ଦୁ ବଳୟ ରାଉତରାୟ ୯ମ, ସୌମ୍ୟରଂଜନ ମହାପାତ୍ର ୧୦ମ ସ୍ଥାନରେ ରହିଛନ୍ତି। ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୫ ପୁଅ ଏବଂ ୫ ଝିଅ ଅଛନ୍ତି। ୧୬୪ ଝିଅଙ୍କ ସହ ମୋଟ ୪୩୨ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି।






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..