Report Card Odisha

| Daily Odia News

ବଢ଼ିଲା ହରିଶ୍ଚନ୍ଦ୍ର ସହାୟତା ରାଶି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପୁରୀ ସ୍ୱର୍ଗଦ୍ୱାରକୁ ଅନ୍ତିମ ସଂସ୍କାର ପାଇଁ ଆଣୁଥିବା ଲୋକମାନଙ୍କୁ ସହଜରେ ସେବା ଯୋଗାଇଦେବା ଲକ୍ଷ୍ୟରେ ସ୍ୱର୍ଗଦ୍ୱାର ସେବା ସମିତି ପକ୍ଷରୁ ପକ୍ଷେପ ଗ୍ରହଣ କରାଯାଇଛି । ପୂର୍ବରୁ ହରିଶ୍ଚନ୍ଦ୍ର ସହାୟତା ଅର୍ଥ ବାବଦରେ ଲୋକଙ୍କୁ ୩ ହଜାର ଟଙ୍କା ମିଳୁଥିଲା । ମାତ୍ର ରାଜ୍ୟ ସରକାରଙ୍କ ନିର୍ଦ୍ଦେଶମତେ ଏହି ରାଶି ୪ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଜୁଲାଇ ମାସ ୩୧ ତାରିଖ ମଧ୍ୟରାତ୍ରରୁ ଏହି ନିୟମ କାର୍ଯ୍ୟକାରୀ ହୋଇଛି |

Breaking News