ରିପୋର୍ଟ କାର୍ଡ / ଅନୁଗୋଳ
ପାହାଡ଼ରୁ ବଡ଼ ପଥର ଖସି ମାଲ୍ବାହୀ ଟ୍ରେନ୍ ଇଞ୍ଜିନ ଲାଇନ୍ଚ୍ୟୁତ ହୋଇଛି । ନୁଗୁଳ ଜିଲ୍ଲା ବଇଣ୍ଡା ଠାରୁ ଗୋଟିଏ କିମି ଦୂର ଶରଧାମୁଣ୍ଡା ନିକଟରେ ଘଟିଛି ।ତାଳଚେରରୁ ସମ୍ବଲପୁର ଅଭିମୁଖେ ଯିବାବେଳେ ମାଲ୍ବାହୀ ଟ୍ରେନ୍ ଇଞ୍ଜିନ ଲାଇନ୍ଚ୍ୟୁତ ହୋଇଥିଲା। ଖବର ପାଇ ବରିଷ୍ଠ ରେଲୱେ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି | ଲଗାଣବର୍ଷାରେ ଟ୍ରେନ୍ ଲାଇନ୍ କଡ଼ରେ ଥିବା ପାହାଡ଼ରୁ ବଡ଼ ବଡ଼ ପଥର ଖସିଥିବା ଜଣାପଡିଛି |






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..