ରିପୋର୍ଟ କାର୍ଡ / ଭୁବନେଶ୍ୱର
ବହୁ ଚର୍ଚ୍ଚିତ ଲେଡି ବ୍ଲାକ ମେଲର ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିଛି। ଖଣ୍ଡଗିରି ଥାନା ମାମଲାରେ ଆଜି ତାଙ୍କୁ ସର୍ତ୍ତମୂଳକ ଜାମିନ ଦେଇଛନ୍ତି ହାଇକୋର୍ଟ। ଆବେଦନକାରୀ ଶ୍ରଦ୍ଧାଞ୍ଜଳିଙ୍କ ସହ ଯୋଗାଯୋଗ କରିବା ମନା । ସର୍ତ୍ତ ମୁତାବକ ଅର୍ଚ୍ଚନାଙ୍କ ନାଁରେ ଦାୟର ମୋଟ ୩ଟି ମାମଲାରୁ ଏହାକୁ ମିଶାଇ ୨ଟିରେ ଜାମିନ ମିଳିଛି। ଗୋଟିଏ ମାମଲା ବିଚାରଧୀନ ଥିବାରୁ ଏବେବି ଜେଲ୍ରୁ ମୁକୁଳି ପାରିବେନି ଅର୍ଚ୍ଚନା।






More Stories
ରାଜ୍ୟରେ ସକାଳୁଆ ସ୍କୁଲ…..
କନିଷ୍ଠ ଶିକ୍ଷକ ହେଲେ ନିୟମିତ…..
ସରିଲା ମାଟ୍ରିକ ଖାତାଦେଖା…..