Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ RI…..

ରିପୋର୍ଟ କାର୍ଡ / ଜଗତସିଂହପୁର

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଗତସିଂହପୁର ଜିଲ୍ଲା ଏରସମା ତହସିଲର ଆରଆଇ। ନୃସିହନ ଚରଣ ରାଉତ ଆଜି ଜଣେ ବ୍ୟକ୍ତିଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଏକ ଜମି ମ୍ୟୁଟେସନ ମାମଲାରେ ଉକ୍ତ ବ୍ୟକ୍ତିଙ୍କ ସପକ୍ଷରେ ରିପୋର୍ଟ ଦେବା ପାଇଁ ଆରଆଇ ଏହି ଲାଞ୍ଚ ନେଉଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।ଏହା ପରେ ଭିଜିଲାନ୍ସ ଶ୍ରୀ ରାଉତଙ୍କ ଦୁଇଟି ଠିକଣାରେ ଚଢ଼ାଉ କରିଥିବା ଜଣାପଡିଛି

Breaking News