Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ ସିଡିପିଓ…..

ରିପୋର୍ଟ କାର୍ଡ / ଝାରସୁଗୁଡା

ଭିଜିଲାନ୍ସ ଜାଲରେ ଝାରସୁଗୁଡା ସିଡିପିଓ ସରୋଜିନୀ ଏକ୍କା | ଛତୁଆ ପ୍ରସ୍ତୁତକାରୀଙ୍କ ଠାରୁ ୪୦,୦୦୦ ଲାଞ୍ଚ ନେଉ ଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଗତ ଚାରି ମାସର ଛତୁଆ ବିଲ୍ ପାସ୍ କରି ଦେବା ପାଇଁ ଏକ ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର ସଭାପତିଙ୍କ ଠାରୁ ସେ ଏହି ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ସମସ୍ତ ଲାଞ୍ଚ ଅର୍ଥ ଜବତ କରି ଭିଜିଲାନ୍ସ ଅଧିକାରୀମାନେ ସରୋଜିନୀ ଏକ୍କା ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଚଢ଼ାଉ କରାଯାଇଛି।

Breaking News