ରିପୋର୍ଟ କାର୍ଡ / କଟକ
ଆଜି ପ୍ରକାଶ ପାଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ। ୧୩୧୦ ଛାତ୍ରଛାତ୍ରୀ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା ବେଳେ ସେଥି ମଧ୍ୟରୁ ୪୩୩ ପାସ ହୋଇଛନ୍ତି । ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୭୭୮ ପରୀକ୍ଷାର୍ଥୀ ପାସ୍ କରିଛନ୍ତି। ୮୧୯୫ ଛାତ୍ରଛାତ୍ରୀ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଦେଇଥିଲେ। ବୋର୍ଡ ୱେବସାଇଟରେ ଉଭୟ ରେଜଲ୍ଟ ଉପଲବ୍ଧ ଥିବା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।






More Stories
ପୂର୍ବତନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ ନୋଟିସ୍…..
ହୋଟେଲ ଚେକ୍-ଇନ୍ରେ ବଦଳିବ ନିୟମ!…..
ଆମ ବସ୍’ ଯାତ୍ରା ମାଗଣା…..