ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହରିୟାଣାରେ ହିଂସା ସ୍ଥିତିକୁ ଦୃଷ୍ଟିରେ ରଖି ଆଜି ବି ହରିଆଣା ନୁହରେ ଇଣ୍ଟରନେଟ ସେବା ବନ୍ଦ ରହିଛି । ମିଳିଥିବା ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ହିଂସାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୫ ତାରିଖରୁ ହିଂସାକୁ ଦୃଷ୍ଟିରେ ରଖି ନୁହରେ ଇଣ୍ଟରନେଟ ସେବା ବନ୍ଦ ରହିଛି । କର୍ଫ୍ୟୁ କୋହଳ ପରେ ଧୀରେଧୀରେ ଯାନବାହନ ଚଳାଚଳ ଆରମ୍ଭ କରିଛି । ବସ୍ ଯାତ୍ରା ବି ଆରମ୍ଭ ହୋଇଛି । ବିଭିନ୍ନ ସ୍ଥାନରେ ଜୋରଦାର ଚେକିଂ ବି ଜାରି ରହିଥିବା ବେଳେ ଉତ୍ତେଜନାପ୍ରବଣ ସ୍ଥାନରେ ପୋଲିସ ମୁତୟନ ହୋଇଥିବା ଜଣାପଡ଼ିଛି।






More Stories
ଔଷଧ ଉପରେ ୧୦୦ ପ୍ରତିଶତ ଟାରିଫ୍ ଲଗାଇଲେ ଟ୍ରମ୍ପ…..
ପଶ୍ଚିମବଙ୍ଗ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ୍…..
ବିମାନରେ ନିଆଁ….