ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧୩ ତାରିଖରେ ଗାଙ୍ଗେୟ ଉପତ୍ୟକା ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଆସନ୍ତା ୧୪ ରୁ ୧୭ ତାରିଖ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଗଜପତି, ମାଲକାନଗିରି ଏବଂ କୋରାପୁଟକୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ |






More Stories
ରାଜ୍ୟ କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ଓଡ଼ିଶାକୁ ଆଲର୍ଟ…..