ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ସମନ ଜାରିକରାଯାଇଛି | ମନି ଲଣ୍ଡରିଂ ମାମଲାରେ ପଚରାଉଚରା ପାଇଁ ଅଗଷ୍ଟ ୧୪ରେ ଇଡିରେ ହାଜର ହେବାକୁ କୁହାଯାଇଛି |ଏନେଇ ଆଜି ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ମନି ଲଣ୍ଡରିଂ ମାମଲା ବେଆଇନ ଜମି କିଣାବିକା ସହ ଜଡିତ, ଯେଉଁଥିରେ ପାଖାପାଖି ୧୦୦୦ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….