ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତୁର୍କୀ ଏବଂ ଜାପାନରେ ଭୂମିକମ୍ପ ଅନୁଭୂତ ହୋଇଛି | ୟୁରୋପୀୟ ଭୂମଧ୍ୟସାଗରୀୟ ସେସମୋଲୋଜି କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି | ପୂର୍ବ ତୁର୍କୀରେ ରିକ୍ଟର ସ୍କେଲରେ ତୀବ୍ରତା ୫.୨ ଏବଂ ଜାପାନରେ ରିକ୍ଟର ସ୍କେଲରେ ତୀବ୍ରତା ୬.୦ ରେକର୍ଡ଼ କରାଯାଇଥିବା ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର ଜିଓ ସାଇନ୍ସ ପକ୍ଷରୁ ଜଣାପଡିଛି । ସୂଚନା ଅନୁସାରେ, ତୁର୍କୀ ଭୂକମ୍ପରେ ଅନେକ ଅଟ୍ଟାଳିକା ନଷ୍ଟ ହୋଇଯାଇଛି ଏବଂ ୨୩ ଜଣ ଆହତ ହୋଇଛନ୍ତି |






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….