ରିପୋର୍ଟ କାର୍ଡ / ଭୁବନେଶ୍ୱର
କଲେଜ ଛାତ୍ରୀ ଶୁଭଲକ୍ଷ୍ମୀ ସାହୁଙ୍କୁ ହତ୍ୟା କୁ ନେଇ ସସପେନ୍ସ ଜାରିରହିଥିଲା | ଆଜିକୁ ଏହି ଘଟଣା ଉପରୁ ପରଦା ଉଠାଇଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ। କହିଛନ୍ତି, ଶୁଭଲକ୍ଷ୍ମୀ ଆତ୍ମହତ୍ୟା କରିଛନ୍ତି। ଶବ ବ୍ୟବଚ୍ଛେଦ ରିପୋର୍ଟ ଓ ପାରିପାର୍ଶ୍ୱିକ ତଦନ୍ତରୁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଶୁଭଲକ୍ଷ୍ମୀ ଆତ୍ମହତ୍ୟା ପଛରେ କାହାର ହାତ ଅଛି କି ନାହିଁ ତଦନ୍ତ ଚାଲିଛି। ଶୁଭଲକ୍ଷ୍ମୀଙ୍କ କଲ୍ ଡିଟେଲସ ରେକର୍ଡ ପାଇଛୁ। ହେଲେ ସେଭଳି କିଛି ସନ୍ଦିଗ୍ଧ ତଥ୍ୟ ସେଥିରୁ ମିଳିନି।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..