ରିପୋର୍ଟ କାର୍ଡ / କଟକ
ରାୟଗଡ଼ା ଜିଲ୍ଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗୋଙ୍କୁ ଜାମିନ ମିଳିଛି । ପତ୍ନୀଙ୍କୁ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡାଦେଶ ପାଇଥିବା ରାମମୂର୍ତ୍ତିଙ୍କୁ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ। ପତ୍ନୀହତ୍ୟା ଅଭିଯୋଗରେ ଆଜୀବନ କାରାଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ୱର ଏଡିଜେ କୋର୍ଟ। ଏହାକୁ ଚାଲେଞ୍ଜ କରି ଅପିଲରେ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ ରାମମୂର୍ତ୍ତି ଗମାଙ୍ଗ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..