ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଯୁବକଙ୍କୁ ଗୋଡାଇ ଗୋଡାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ | ଆଜି ଦିନଦିପହରେ ମାଷ୍ଟରକ୍ୟାଣ୍ଟିନ୍ ଛକରେ ୪ ଜଣ ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଗୁରୁତର ଅବସ୍ଥାରେ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କେଉଁ କାରଣରୁ ଏଭଳି ଘଟଣା ଘଟିଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ।






More Stories
ରାଜ୍ୟରେ ସକାଳୁଆ ସ୍କୁଲ…..
କନିଷ୍ଠ ଶିକ୍ଷକ ହେଲେ ନିୟମିତ…..
ସରିଲା ମାଟ୍ରିକ ଖାତାଦେଖା…..