ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେପିର ବରିଷ୍ଠ ନେତା ତଥା ବରଗଡ଼ ସାଂସଦ ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ଏକାଧିକ ବ୍ଲକେଜ୍ ପାଇଁ କାର୍ଡିଓଲୋଜି ଡିପାର୍ଟମେଣ୍ଟରେ ସେ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ହୃତପିଣ୍ଡରେ ୪ଟି ଷ୍ଟେଣ୍ଟ ଲଗାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି |
More Stories
ପୋଲିସ ସାମ୍ନାରେ ଯୁବକଙ୍କୁ ପିଟିପିଟି ମାରିଦେଲେ…..
ଆସୁଛି ବର୍ଷା……
ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ହତ୍ୟା…..