ରିପୋର୍ଟ କାର୍ଡ / କଟକ
ପୁଣି କଟକରେ ଡ୍ରେନରେ ପଡି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ନୂଆ ମାଲଗୋଦାମ ଗୁଡସେଡ୍ ରୋଡ୍ରେ ଡ୍ରେନରେ ପଡି ଉକ୍ତ ଯୁବକଙ୍କ ମୃତ୍ୟୁ ହୋଇଛି। ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ତାଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..