ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ହେବାକୁ ଥିବା ‘ଇଣ୍ଡିଆ’ର ବୈଠକରେ ଆମ ଆଦମୀ ପାର୍ଟି ସାମିଲ ହେବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସୂଚନା ଦେଇଛନ୍ତି। ଏହି ବୈଠକ ୩୧ ଅଗଷ୍ଟ ଏବଂ ୧ ସେପ୍ଟେମ୍ବରରେ ହେବ। ମୁଖ୍ୟମନ୍ତ୍ରୀ କେଜରିୱାଲ ଏହି ବୈଠକରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।
More Stories
ରନ୍ଓ୍ବେରେ ପିଟିହେଲା ବିମାନ…..
ପୁଲୱାମା ଆକ୍ରମଣର ମାଷ୍ଟର ମାଇଣ୍ଡକୁ ହତ୍ୟା……
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..